ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର ରଖିବା
3 ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।