5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, 6 ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, 7 ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
Publicidade
Publicidade