16 ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
Publicidade