8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।