ନାମାନ୍ କୁଷ୍ଠରୋଗରୁ ଆରୋଗ୍ୟ
1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।

+581 estão orando agora.
Junte-se à corrente de oração.