7 ଏଥିରେ ନାଥନ ଦାଉଦଙ୍କୁ କହିଲେ, "ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, "ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।" ଏଥିରେ ନାଥନ ଦାଉଦଙ୍କୁ କହିଲେ, "ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।