10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
Publicidade