6 ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର। 7 କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।