20 ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। 21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
Publicidade