8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
Publicidade

+581 estão orando agora.
Junte-se à corrente de oração.