ଶେଷକାଳରେ ଅଧାର୍ମିକତା
1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, 3 ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,