15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ। 16 ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, 17 ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
Publicidade