Pular para o conteúdo
Publicidade

୩ ଯୋହନ 1:2-4

2 ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା। 3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି। 4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

3 João
Ver todos os capítulos de 3 João