Pular para o conteúdo
Publicidade

ଆମୋଷ 5:21-24

21 "ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ,

ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।

22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି

ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ;

କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।

23 ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର;

କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।

24 ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.