ଇସ୍ରାଏଲୀୟର ପୁନଃ ପ୍ରତିଷ୍ଠା
11 ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା
ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା;
ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା
ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
11 ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା
ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା;
ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା
ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
+581 estão orando agora.
Junte-se à corrente de oração.