17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, 18 "ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।