5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,