ମନୁଷ୍ୟପୁତ୍ରଙ୍କର ଦର୍ଶନ
9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।