ସପ୍ତମ ତୂରୀ ବାଦନ
15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା,
"ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର
ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି,
ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।"
15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା,
"ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର
ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି,
ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।"