Pular para o conteúdo
Publicidade

ପ୍ରକାଶିତ 19:1-3

ସ୍ୱର୍ଗରେ ଆନନ୍ଦ

1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି,

"ହାଲ୍ଲିଲୂୟା;

ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,

2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ;

ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା,

ପୃଥିବୀକୁ ଭ୍ରଷ୍ଟ କରିଥିଲା,

ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।"

3 ପୁଣି, ସେ ଦ୍ୱିତୀୟ ଥର କହିଲେ,

"ହାଲ୍ଲିଲୂୟା;

ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.