10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Publicidade