4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ। 5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
Publicidade