10 ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।