4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
Publicidade
ପ୍ରକାଶିତ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.