4 ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
Publicidade