3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ। 4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।
Publicidade
ପ୍ରକାଶିତ 22
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.