15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। 16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।
Publicidade