16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ। 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;
Publicidade