12 ସେମାନେ ଉଚ୍ଚସ୍ୱରରେ କହୁଥିଲେ,
"ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ,
ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ
ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।"
12 ସେମାନେ ଉଚ୍ଚସ୍ୱରରେ କହୁଥିଲେ,
"ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ,
ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ
ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।"