13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି,
"ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ,
ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।"