21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ, 22 ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।"