38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।