2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। 3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।