ମାକିଦନିଆର ଆହ୍ୱାନ
6 ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ, 7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।