ପବିତ୍ର ଆତ୍ମାଙ୍କ ଅବତରଣ
1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।