ମାକିଦନିଆ ଓ ଗ୍ରୀସ୍ରେ ପାଉଲ
1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।