ତ୍ରୋୟାରେ ପାଉଲଙ୍କ ଶେଷ ଅବସ୍ଥାନ
7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।