29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, 30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।"
Publicidade