9 କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, 11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।