ମଣ୍ଡଳୀ ଉପରେ ଶାଉଲଙ୍କ ଦୌରାତ୍ମ୍ୟ
1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।