36 ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି? 37 [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।] 38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
Publicidade