3 ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା। 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, "ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?"