Mostrando versículos 4–13 de 13
4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
8ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
13ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।