4 କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। 5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
Publicidade