କାହା ଦ୍ୱାରା ବିଚାରିତ ନ ହେବା
16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ; 17 ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।