2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। 3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
Publicidade