9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ, 10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
Publicidade