ନୂତନ ସ୍ୱଭାବ ପରିଧାନ କରିବା
1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।