13 ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। 14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
Publicidade