14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। 15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
Publicidade

+581 estão orando agora.
Junte-se à corrente de oração.